କିଶୋରୀଙ୍କୁ ଟିଡି ଟୀକା : ୯୦ ପ୍ରତିଶତ ଲକ୍ଷ୍ୟ ରଖିଲେ ଓଡ଼ିଶା ସରକାର

ଭୁବନେଶ୍ୱର, (ଓଟି): ଜାତୀୟ ଟୀକାକରଣ କାର୍ଯ୍ୟକ୍ରମରେ ୧୦ ରୁ ୧୬ବର୍ଷ ବୟସର କିଶୋରୀମାନଙ୍କୁ ଟିଟାନାସ ଡିପ୍‍ଥେରିଆ (ଟିଡି) ଟୀକା ଦେବାଲାଗି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏ ସଂକ୍ରାନ୍ତୀୟ … Read More