ଡିସେମ୍ବର ତୃତୀୟ ସପ୍ତାହରେ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର
ପୁରୀ, (ଓଡିଶା ଟାଇମ୍) : ଡିସେମ୍ବର ତୃତୀୟ ସପ୍ତାହରେ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର | ଏଥିସହ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଶୃଙ୍ଖଳିତ ଭବେ ଶେଷ କରିବାକୁ ଚାଲିଛି ପ୍ରସ୍ତୁତି । ତେବେ କରୋନା ଯୋଗୁଁ ପ୍ରଭାବିତ ହୋଇଛି ଶ୍ରୀମନ୍ଦିରର ଆୟ … Read More