ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ : ଜଣେ ଆତଙ୍କୀ ନିହତ
ପୁଲଓ୍ବାମା, (ଓଡିଶା ଟାଇମ୍) : ପୁଲଓ୍ବାମା ଜମ୍ମୁକାଶ୍ମୀରରେ ଆଜି ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ପୁଲଓ୍ବାମା ଜିଲ୍ଲା ତ୍ରାଲ ଅଞ୍ଚଳରେ ଏହି ଗୁଳିବିନିମୟ ହୋଇଥିବା ଜଣାପଡିଛି । … Read More