ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିକୁ ଘୁଞ୍ଚିଛି ରାଜ୍ୟ କ୍ୟାବିନେଟ୍‌ର ବୈଠକ । ଆସନ୍ତାକାଲି ଅପରାହ୍ନରେ ବସିବ କ୍ୟାବିନେଟ ବୈଠକ । ତେବେ ଆଜି ଅପରାହ୍ନରେ ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ରାଜ୍ୟର ୨୦ଟି ଜିଲ୍ଲା ବନ୍ୟା ଜଳରେ … Read More