ଦାଦନ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ବାହୀ ଟ୍ରେନ୍‌: ୧୪ ମୃତ, ୫ ଗୁରୁତର

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଏକ ମାଲବାହୀ ଟ୍ରେନ୍‌ ଚଢ଼ିଯିବାରୁ ୧୪ଜଣ ଦାଦନ ଶ୍ରମିକଙ୍କ ଜୀବନ ଯାଇଛି। ଆଉ ୫ ଜଣ ଏବେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ରହିଛନ୍ତି। ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲା ଅନ୍ତର୍ଗତ ଜାନ୍‌ଲା ଏବଂ ଔରଙ୍ଗାବାଦ୍‌ ମଧ୍ୟବର୍ତ୍ତୀ ଅଞ୍ଚଳରେ ଏପରି … Read More