ପୂଜା ପାଇଁ ଅତିରିକ୍ତ ଟ୍ରେନ୍‌ ସେବା ଘୋଷଣା କଲା ପୂର୍ବତଟ ରେଳବାଇ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ଆଗାମୀ ପର୍ବପର୍ବାଣିରେ ଯାତ୍ରୀମାନଙ୍କ ଅତିରିକ୍ତ ପ୍ରତିକ୍ଷା ସୂଚୀକୁ ଏଡ଼ାଇବାପାଇଁ ପୂର୍ବ ତଟ ରେଳପଥ ପକ୍ଷରୁ ବିଭିନ୍ନ ଗନ୍ତବ୍ୟ ସ୍ଥାନକୁ କିଛି ଅତିରିକ୍ତ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବା ପାଇଁ ବ୍ୟବସ୍ଥା କରାଯାଇଅଛି | … Read More