ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ

ସମ୍ବଲପୁର, (ଓଡିଶା ଟାଇମ୍) :ଭାରସାମ୍ୟ ହରାଇ ବ୍ରିଜ୍‌ରେ ପିଟିହୋଇ ନାଳକୁ ଖସିଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କରିଛି । ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ରେଢାଖୋଲ ନାକଟିଦେଉଳ ରାସ୍ତା … Read More