ବିଧାୟକ ଉମା ସାମନ୍ତରାୟଙ୍କୁ ନୋଟିସ୍, ସପ୍ତାହକ ମଧ୍ୟରେ କାରଣ ଦର୍ଶାଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର, (ଓଡିଶା ଟାଇମ୍) : କୋଭିଡ୍ ପଜିଟିଭ ଥାଇ ମଧ୍ୟ ସ୍ୱର୍ଗତ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହୋଇଥିବା ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କୁ କାରଣ ଦର୍ଶାଅ ନୋଟିସ । ସିଆରପିସି-୪୧(ଏ) ଅନୁଯାୟୀ … Read More