ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ୬ ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି। ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ହେଲେ ସବିତା ଆଚାର୍ଯ୍ୟ। ସେହିପରି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର କୁଳପତି ହେଲେ ଅପରାଜିତା ଚୌଧୁରୀ। ଫକୀର ମୋହନ ବିଶ୍ବବିଦ୍ୟାଳୟ କୁଳପତି ହେଲେ ଦୀନବନ୍ଧୁ ସାହୁ। … Read More