ଭିଜିଲାନ୍ସ ଜାଲରେ ଚିଲିକା ଡିଏଫ୍ଓ

ଚିଲିକା,(ଓଡିଶା ଟାଇମ୍) : ଭିଜିଲାନ୍ସ ପଞ୍ଝାରେ ଚିଲିକା ଡିଏଫ୍ଓ। ଚିଲିକା ଡିଏଫ୍‌ଓ ଆଲୋକ ରଞ୍ଜନ ହୋତା । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଛି । ବାଲୁଗାଁସ୍ଥିତ ଅଫିସ ଓ ସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ … Read More

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ

ପୁରୀ, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ସହକାରୀ ବନ ସଂରକ୍ଷକ । ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ କୁମାର ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା … Read More

ଭିଜିଲାନ୍ସ ଜାଲରେ ବ୍ଲକ୍ ସିଡିପିଓ

ଭଦ୍ରକ, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ବ୍ଲକ୍ ସିଡିପିଓ । ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାଶ ଭିଜିଲାନ୍ସ ଫାଶରେ ପଡ଼ିଛନ୍ତି । ଏକ ଠିକା ଡ୍ରାଇଭରର ପାଉଣା ପାସ କରିବା ନିମନ୍ତେ ୩ ହଜାର ଟଙ୍କା ଲାଞ୍ଚ … Read More

ପୁଲିସଠାରୁ ଲାଞ୍ଚ ନେଲା ପୁଲିସ, କନଷ୍ଟେବଳଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନେଷ୍ଟବଳ। ପୋଲିସ ସେବା ଭବନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ସେଠାରେ ଜଣେ କନେଷ୍ଟବଳଙ୍କୁ ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ । ପ୍ରୋଭିଡେଣ୍ଟ ଫଣ୍ଡ କରେଇଦେବା ନାମରେ … Read More

ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ

ଜୟପୁର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ମହାନ୍ତିଙ୍କୁ ଅଟକ ମଧ୍ୟ ରଖାଯାଇଛି । ଅନ୍ୟପଟେ କୃଷି ଅଧିକାରୀ ପ୍ରଦୀପଙ୍କ କାରରୁ ୧୧ଲକ୍ଷ … Read More

ମାମଲା ରଫାଦଫା ପାଇଁ ନେଉଥିଲେ ଲାଞ୍ଚ, ଏସ୍‌ଆଇ ବାବୁଙ୍କୁ ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜଏନ୍‌ କରୁ କରୁ ଆରମ୍ଭ ହୋଇଗଲା ଲାଞ୍ଚ ନେଲେ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ପୋଲିସ ବାବୁ। କିଛି ଦିନ ତଳେ ଥିବା ଚାକିରିରେ ଜଏନ୍ କରିଥିବା ପୁଲିସ ଏସଆଇ ଲାଞ୍ଚ ନେଉଥିବା … Read More

ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍

ଭୁବନେଶ୍ବର, (ଓଡିଶା ଟାଇମ ) : ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ୍ । ତହସିଲଦାରଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ଲାଞ୍ଚ ନେବା ଅଭିଯୋଗରେ ତହସିଲଦାର ରଶ୍ମିରେଖା ପ୍ରଧାନଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ଟିମ୍ । ସୂଚନାଯୋଗ୍ୟ ଯେ, … Read More