ପୁଣି ସ୍ୱାଭିମାନ ଅଞ୍ଚଳରେ ପୁଲିସ ମହାନିର୍ଦେଶକ ଅଭୟ
ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ଅଭୟ । ଗତକାଲି ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାବଳକୁ ମାଓ ଦମନରେ ମିଳିଥିବା ସଫଳତା ପରେ ଆଜି ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପହଞ୍ଚିଛନ୍ତି । ଡିଜି BSF କ୍ୟାମ୍ପରେ ପହଂଚି … Read More