ଭୁବନେଶ୍ୱର: ଚିହ୍ନଟ ହେଲେ ଆଉ ୨୨ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରୁ ଆଉ ୨୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ଜଣ ସୁସ୍ଥ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । … Read More