୩୧ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :ନଭେମ୍ବର ୧ ତାରିଖରୁ ଉତ୍ତର ଓଡ଼ିଶାରେ ଏବଂ ୩ରେ ଉପକୂଳରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟା ବେଳକୁ ମିଆମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଦକ୍ଷିଣ ଚୀନ୍‌ ସାଗରରେ … Read More

ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ବିଶାଖାପାଟଣା ଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ

ଭୁବନେଶ୍ବର, (ଓଡିଶା ଟାଇମ୍) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ … Read More

ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ !

ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି । ଆନ୍ଧ୍ରପ୍ରଦେଶ ତଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ଦକ୍ଷିଣ-ପଶ୍ଚିମ … Read More

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ … Read More

ଆଜିଠୁ ବଢ଼ିବ ବର୍ଷାର ପରିମାଣ , ୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ … Read More

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୨୮ ଯାଏ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରେଡ୍‌ ଆଲର୍ଟ ଜାରି ହୋଇଛି । ଏହାବାଦ୍‌ ଆଉ ୮ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କାରେ ଅରେଞ୍ଜ୍‌ ୱାର୍ଣ୍ଣିଂ … Read More

ସାରା ରାଜ୍ୟରେ ୩ଦିନ ଯାଏଁ ଛେଚିବ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଜି ୯ … Read More

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୨୪ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ରାଜ୍ୟରେ ଆଜି ଠାରୁ ବର୍ଷା ସାମାନ୍ୟ ବଢ଼ିବ । ତେବେ ସୋମବାରଠାରୁ ପ୍ରବଳ ବର୍ଷା ହେବ … Read More

ଆସୁଛି ଆଉ ଏକ ଲଘୁଚାପ : ୨୪ରୁ ୨୬ ଯାଏଁ ଲଗାଣ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୩ ତାରିଖବେଳକୁ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୨ରୁ କ୍ରମଶଃ ବର୍ଷା ବଢ଼ିବ । ବେଶି ବର୍ଷାହେବ ୨୪ରୁ ୨୬ ତାରିଖ ମଧ୍ୟରେ … Read More

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତକାଲିର ଲଘୁଚାପ ପ୍ରଭାବରେ ଆଜି ବଙ୍ଗୋପସାଗରରେ ଦ୍ବିତୀୟ ଲଘୁଚାପ ସୃଷ୍ଟି ହୋଇଛି। ପୁଣି ୨୩ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଆସନ୍ତା କାଲି ୧୦ରୁ ଅଧିକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା … Read More