ରାଜ୍ୟରେ ୫ ଯାଏ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୫ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆସନ୍ତା କାଲି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, … Read More