ରାଜ୍ୟରେ ୫ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଲଗାତାର ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଲି ୫ଟି ଜିଲ୍ଲାରେ ଭୀଷଣ ବର୍ଷା ହେବାର ଆଶଙ୍କା ଥିବାରୁ ସେଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । … Read More