ଆମେରିକା ରାଷ୍ଟ୍ରପତିଙ୍କ ସାନ ଭାଇ ରବର୍ଟ ଟ୍ରମ୍ପ୍ଙ୍କ ପରଲୋକ
ୱାସିଂଟନ, (ଓଡିଶା ଟାଇମ୍) : ନ୍ୟୁୟର୍କ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ରବର୍ଟ ଟ୍ରମ୍ପଙ୍କର ୭୧ ବର୍ଷ ବୟସରେ ପରଲୋକ ଘଟିଛି। ଏ ସମ୍ପର୍କରେ ହ୍ବାଇଟ୍ ହାଉସ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ନ୍ୟୁୟର୍କର ଏକ ହସ୍ପିଟାଲରେ … Read More