ତେଲନଦୀ ପୋଲରୁ ଡେଇଁ ୨ ଭଉଣୀ ନିଖୋଜ ଘଟଣା; ସାନଭଉଣୀର ମୃତଦେହ ଠାବ

ବଲାଙ୍ଗୀର, (ଓଡିଶା ଟାଇମ୍) : ବଲାଙ୍ଗୀର ତୁଷୁରା ତେଲ ନଦୀ ବ୍ରିଜରୁ ଡେଇଁଥିବା ଦୁଇ ଯୁବତୀଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ୭୨ ଘଣ୍ଟା ପରେ ସାନ ଭଉଣୀ ଆଞ୍ଚଲ ଅଗ୍ରୱାଲଙ୍କ ମୃତଦେହ ଉଦ୍ଧାର କରାଯାଇଛି । … Read More