ଗଞ୍ଜାମ ଜିଲ୍ଲାରେ ଆଜିଠୁ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗଞ୍ଜାମ ଜିଲାରେ ଅଣ ଆୟତ୍ତ କରୋନା ସଂକ୍ରମିତ। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି । ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଚିକିତ୍ସା କରାଯିବ । ସବୁଠାରୁ ଅଧିକ ଆକ୍ରାନ୍ତ ହେଉଥିବା ଗଞ୍ଜାମ ଜିଲ୍ଲାର କୋରୋନା ରୋଗୀମାନେ ପ୍ଲାଜମା ଥେରାପି ଦ୍ଵାରା ଅନେକ ସୁବିଧା ପାଇପାରିବେ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଆଶଙ୍କା କରାଯାଉଛି ।

ତେବେ ଭୁବନେଶ୍ୱରର ସମ୍ କୋଭିଡ୍ ହସପିଟାଲ ଓ କଟକର ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଯାଇଛି ।

Leave a Reply

Your email address will not be published. Required fields are marked *