ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଶିଳ୍ପ,ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବୃଷ
ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଲାଇଟ୍ ନୀଳ,ଧଳା ।ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ନିଜର ଅଧିକାର ପ୍ରତିସଚେତନ ହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ନିର୍ମାଣାଧୀନ କାମ ଓ ଅନୁ ।ନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ସିଂହ
ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ତୁଳା
ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବିଛା
କୌଣସି ପରିସ୍ଥିତିରେ ଧୈର୍ଯ୍ୟହରାହେବେ ନାହିଁ ।ମନରେଜାତ ଉଦ୍ବେଗକୁଚାପିରଖିବାକୁ ପଡିବ । ଆକସ୍ମିକ ଧନଲାଭରସୂଚନାମିଳୁଛି ।ବ୍ୟବସାୟରୁ ପ୍ରଚୁର ଧନଭାବହେବ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ସ୍ଥିରସ୍ୱଭାବଯୋଗୁଁକଳହରେଜଡିତ ନ ହୋଇ ପାରନ୍ତି । ଉଦାର ପ୍ରକୃତିରହେବେ । ଦାନ-ଧର୍ମକୁଶ୍ରେ ଧର୍ମଭାବେବିବେଚିତକରିବେ ।ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହୋଇପାରନ୍ତି ।ଶୁଭରଙ୍ଗମେରୁନ୍ ।ଶୁଭ ଅଙ୍କ ୩।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର
ଦେବୀ ଦର୍ଶନ କରିସୁଖୀହେବେ ।କର୍ମକ୍ଷେତ୍ରରେ ପ୍ରାଧାନ୍ୟବିସ୍ତାରକରିପାରନ୍ତି । ମନ ପ୍ରସନ୍ନରହିବ । ଥଣ୍ଡା କଫ ଜନିତସମସ୍ୟା ଦୂରହେବ ।ସାନ ଭାଇଙ୍କଠାରୁ ଆଦର ମିଳିବ ।ଶୁଭରଙ୍ଗୟେଲୋ ।ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
କୁମ୍ଭ
ଦେବୀ ଦର୍ଶନରସୌଭାଗ୍ୟ ଅଛି । ଆଳସ୍ୟ ଅନୁଭବକରିବେ ।ଭାଗ୍ୟଶାଳୀହୋଇପାରନ୍ତି ।ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଧନାଗମହେବ ।ଶୁଭରଙ୍ଗକ୍ରୀମ୍ ।ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମୀନ
ଶୁକ୍ରଗ୍ରହଙ୍କ ଆର୍ଶୀବାଦରୁସୌଭାଗ୍ୟବୃଦ୍ଧିହେବ ।ଶ୍ରୀଚନ୍ଦ୍ରଭୋଗହେଉଥିବାରୁଉତ୍ତମଭୋଜନରେ ଆପ୍ୟାୟିତହେବେ ।ଐଶ୍ୱର୍ଯ୍ୟଯୁକ୍ତହୋଇପାରନ୍ତି ।ସୈନିକମାନଙ୍କମନୋବଳବୃଦ୍ଧିହେବ ।ଶୁଭରଙ୍ଗଧଳା ।ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।