ରାଜ୍ୟରେ ଖୋଲା ହେଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ବର, (ଓଡିଶା ଟାଇମ୍) : ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପୂର୍ବରୁ କଟକ, ଭୁବନେଶ୍ୱର ଓ ରାଉରକେଲାରେ ପ୍ଲାଜମା ବ୍ୟାଙ୍କ ହୋଇଥିଲା । ପ୍ଲାଜମା ବ୍ୟାଙ୍କ ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପ୍ଲାଜମା ଚିକିତ୍ସା ଦ୍ୱାରା ୬୦ଜଣ ରୋଗୀଙ୍କ ଚିକିତ୍ସା ଚାଲିଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସୁସ୍ଥ ରହିଛି ।

Leave a Reply

Your email address will not be published.