ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଫିସର

କଳାହାଣ୍ଡି, (ଓଡିଶା ଟାଇମ୍): ଲାଞ୍ଚ ନେଇ ଫସିଗଲେ ଭିଜିଲାନ୍ସ ପିପି । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆଶୁତୋଷ ମିଶ୍ର । କଳାହାଣ୍ଡି ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଥିଲା କଟକ ଭିଜିଲାନ୍ସ ଟିମ୍ ।

ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇ ଠାରୁ ୩ ଲକ୍ଷ ଦାବି କରୁଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା ।

Leave a Reply

Your email address will not be published. Required fields are marked *