ଦାୟିତ୍ୱ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ, (ଓଡିଶା  ଟାଇମ୍): ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ବୀର ବିକ୍ରମ ଯାଦବ । ପୁରୀରେ ପହଁଚିବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଗତ ଶନିବାର ରାତିରେ ଚୁଲି ଭାଙ୍ଗିବା ଘଟଣାକୁ ତର୍ଜମା କରିଛନ୍ତି ଶ୍ରୀଯୁକ୍ତ ଯାଦବ । ଶ୍ରୀମନ୍ଦିରକୁ କିଭଳି ଅଧିକ ସୁରକ୍ଷା ଦିଆଯାଇ ପାରିବ ସେ ନେଇ ଅନୁଧ୍ୟାନ କରିଛନ୍ତି ।

Leave a Reply

Your email address will not be published. Required fields are marked *